Free Classifieds at INNetAds.com - View Item Content by ID 972317

INNetAds > Communities > News & Events > Item ID 972317

Item ID 972317 in Category: Communities - News & Events

Cannot view this item. It could be pending, expired or deleted.
Below item is randomly selected from the same category and may have similar content.

ଜାତିସଂଘରେ ଆଝାରଙ୍କୁ ଆତଙ୍କବାଦୀ ଘୋଷଣା


ଭାରତରେ ଏକାଧିକ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଜୈଶ୍‌-ଇ-ମହମ୍ମଦ (ଜେଇଏମ୍‌) ମୁଖ୍ୟ ମାସୁଦ୍‌ ଆଝାରଙ୍କୁ ପୁଣିଥରେ ସୁରକ୍ଷା ଦେବାକୁ ଆଗେଇ ଆସିଛି ଚାଇନା। ଫଳରେ ଜାତିସଂଘ ଦ୍ୱାରା ଆଝାରଙ୍କୁ ବିଶ୍ୱସ୍ତରୀୟ ଆତଙ୍କବାଦୀ ଘୋଷଣା ପାଇଁ ଭାରତ ସମେତ ଆମେରିକା, ଫ୍ରାନ୍ସ ଓ ବ୍ରିଟେନ ପକ୍ଷରୁ ଚାଲିଥିବା ଉଦ୍ୟମ ଫସର ଫାଟିଛି। ଏଥିଯୋଗୁ ଭାରତକୁ ଶକ୍ତ ଝଟକା ଲାଗିଛି। ଫେବୃୟାରୀ ୧୪ ପୁଲଓ୍ବାମାରେ ଆତଙ୍କବାଦୀ ଆକ୍ରମଣ ହୋଇଥିଲା। ୪୯ ଯବାନ ଶହୀଦ ହୋଇଥିବା ଏହି ଆକ୍ରମଣ ପାଇଁ ଜେଇଏମ୍‌ ନିଜକୁ ଦାୟୀ କରିଥିଲା। ଏହାକୁ ନେଇ ଭାରତ ଓ ପାକିସ୍ତାନ ମଧ୍ୟରେ ତିକ୍ତତା ବୃଦ୍ଧି ପାଇଥିଲା। ଇତିମଧ୍ୟରେ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଆଝାରଙ୍କୁ କଳାତାଲିକାଭୁକ୍ତ କରିବା ପାଇଁ ଭାରତ ପୁଣିଥରେ କୂଟନୈତିକ ଉଦ୍ୟମ କରିଥିଲା, ଯାହାକୁ ଆମେରିକା, ଫ୍ରାନ୍ସ ଓ ବ୍ରିଟେନର ସହାୟତା ମିଳିଥିଲା। Get more call us at(0674 -2549302 /2548348) or http://www.dharitri.com.


Related Link: Click here to visit item owner's website (0 hit)

Target State: Orissa
Target City : Bhubaneswar
Last Update : 14 March 2019
Number of Views: 9
Item  Owner  : Dharitri
Contact Email:
Contact Phone: 09437279481

Friendly reminder: Click here to read some tips.
INNetAds > Communities > News & Events > Item ID 972317
 © 2019 INNetAds.com
2019-03-18 (0.109 sec)